Emergency Review Meeting Held Under the Chairmanship of Koraput District Collector to Tackle Potential Cyclone and Heavy Rainfall

Emergency Review Meeting Held Under the Chairmanship of Koraput District Collector to Tackle Potential Cyclone and Heavy Rainfall

An emergency review meeting was held in the district under the chairmanship of the Koraput District Collector in view of the potential cyclone and heavy rainfall expected in the coming days.
During the meeting, a comprehensive review was conducted regarding the district administration's preparedness to handle the potential cyclone. Key areas reviewed included early warning systems, emergency services, rescue and relief operations, the readiness of cyclone shelters, and the availability of essential life-saving supplies. Emphasis was placed on taking swift action during emergencies and ensuring effective coordination among all departments.
ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ମୁକାବିଲା ପାଇଁ କୋରାପୁଟ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜରୁରୀକାଳୀନ ସମୀକ୍ଷା ବୈଠକ
ଆସନ୍ତା ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କୋରାପୁଟ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାରେ ଏକ ଜରୁରୀକାଳୀନ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।
ବୈଠକରେ ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି, ଆଗୁଆ ସତର୍କତା ବ୍ୟବସ୍ଥା, ଜରୁରୀକାଳୀନ ସେବା, ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ, ଆଶ୍ରୟସ୍ଥଳୀଗୁଡ଼ିକର ପ୍ରସ୍ତୁତି ତଥା ଆବଶ୍ୟକୀୟ ଜୀବନରକ୍ଷାକାରୀ ସାମଗ୍ରୀର ଉପଲବ୍ଧତା ସମ୍ପର୍କରେ ବିସ୍ତୃତ ସମୀକ୍ଷା କରାଯାଇଥିଲା। ଜରୁରୀ ପରିସ୍ଥିତିରେ ତ୍ୱରିତ ପଦକ୍ଷେପ ଗ୍ରହଣ ଏବଂ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା ଉପରେ ଗୁରୁତ୍ୱ ଦିଆଯାଇଥିଲା।
Keep Koraput Online Free & Growing
Every story, local interview, and district update is made possible through dedicated community efforts. Your contribution directly funds server costs and independent ground reporting across Southern Odisha.
Contributions of any size even small amount can make a tangible difference.