Public Hearing at Koraput Today

Joint Public Hearing Camp was Held in Koraput today . The camp was jointly conducted by the Collector Shri Manoj Satyawan Mahajan and the District SP Rohit Verma.

A total of 46 complaints were heard in the camp, which included 16 group and 30 individual complaints. Out of which 7 complaints were resolved expeditiously. The District Collector has directed the divisional officers to resolve the remaining complaints as soon as possible.
Additional District Collector Tapan Kumar Naik, Chief Development Officer Benudhar Shabar and all the divisional officers of the district were present in the camp. At the end of the camp, cheques were given to the self-help groups under different schemes of the government .
କୋରାପୁଟରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ କୋରାପୁଟ ସଦଭାବନା ସଭା ଗୃହରେ ଆଜି ଜ଼ିଲ୍ଲାସ୍ତରୀୟ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଛି। ଜ଼ିଲ୍ଲାପାଳ ଶ୍ରୀ ମନୋଜ ସତ୍ଯୱାନ ମହାଜନ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ରୋହିତ ବର୍ମା ମିଳିତ ଭାବେ ଜନଶୁଣାଣୀ କରିଥିଲେ।
ଶିବିରରେ ମୋଟ 46 ଗୋଟି ଅଭିଯୋଗର ଶୁଣାଣି ହୋଇଥିଲା, ଯେଉଁଥିରେ 16ଟି ଗୋଷ୍ଠୀଗତ ଓ 30ଟି ବ୍ୟକ୍ତିଗତ ଅଭିଯୋଗ ସାମିଲ ଥିଲା। ସେଥିମଧ୍ୟରୁ 7ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ଅନ୍ୟ ଅଭିଯୋଗ ଗୁଡ଼ିକୁ ଯଥାଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି।
ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାଏକ, ମୁଖ୍ୟ ଉନ୍ନୟନ ଅଧିକାରୀ ବେଣୁଧର ଶବରଙ୍କ ସମେତ ଜ଼ିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ଶିବିର ଶେଷରେ ସ୍ୱୟଂ ସହାୟକ ଗୋଷ୍ଠୀକୁ ଚେକ୍ ପ୍ରଦାନ କରାଯାଇଥିଲା।
Keep Koraput Online Free & Growing
Every story, local interview, and district update is made possible through dedicated community efforts. Your contribution directly funds server costs and independent ground reporting across Southern Odisha.
Contributions of any size even small amount can make a tangible difference.